ଅନୁଗୁଳ : ମଧ୍ୟାହ୍ନ ଭୋଜନରେ ଅଣ୍ଡା ଖାଇ ୧୦ ଛାତ୍ରଛାତ୍ରୀ ଗୁରୁତର

34

କନକ ବ୍ୟୁରୋ : ମଧ୍ୟାହ୍ନ ଭୋଜନରେ ଅଣ୍ଡା ଖାଇ ସ୍କୁଲ ଛାତ୍ରଛାତ୍ରୀ ଅସୁସ୍ଥ । ଅନୁଗୁଳ କୋଶଳା ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୧୦ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ।