ମୁକେଶ ଅମ୍ବାନୀଙ୍କ କମ୍ପାନୀ ବିରୋଧରେ ମୋଦି ସରକାର ଆଣିଲେ ୯୩୦୦ କୋଟିର ଗ୍ୟାସ ଚୋରି ଅଭିଯୋଗ !
ଗୋଟିଏ ପଟେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କ ସୁଂସପର୍କ ରହିଥିବା କଥା ଚର୍ଚ୍ଚା ହେଉଥିବା ବେଳେ ଅନ୍ୟ ପଟେ ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନାମରେ ଗ୍ୟାସ୍ ଚୋରି ଅଭିଯୋଗ…