ପୂର୍ତ୍ତ ସଚିବ ପଦରୁ ଇସ୍ତଫା ଦେଲେ, ପଲିଟିକ୍ସକୁ ଆସିବେ କି ନଳିନୀ?
କନକ ବ୍ୟୁରୋ : ପୂର୍ତ୍ତ ସଚିବ ପଦରୁ ଇସ୍ତଫା ଦେଲେ ନଳିନୀକାନ୍ତ ପ୍ରଧାନ । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି ନଳିନୀ । ତେବେ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ଥିବା ବେଳେ ନଳିନୀଙ୍କ ଇସ୍ତଫା ରାଜନୈତିକ କରିଡରରେ ହଟଚମଟ ସୃଷ୍ଟି କରିଛି । ପୂର୍ବରୁ ନଳିନୀ…