ଯବାନଙ୍କ ବଳିଦାନର ବଦଲା କେବେ? ଆତଙ୍କବାଦୀ ଆକ୍ରମଣର ଛାତିଥରା ଚିତ୍ର, ଖିନଭିନ୍ ହୋଇ ପଡିରହିଥିଲା ସହିଦ ଯବାନଙ୍କ ମୃତ…
କନକ ବ୍ୟୁରୋ : ଜମ୍ମୁ-କାଶ୍ମୀରରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣରେ ୪୪ ଜଣ ଯବାନ ସହିଦ ହୋଇଥିବା ବେଳେ ୩୦ ଜଣ ଯବାନ ଆହତ ହୋଇଛନ୍ତି । ଏହିମାନଙ୍କ ମଧ୍ୟରୁ ୧୮ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଆତ୍ମଘାତୀ ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି ଜୈସ-ଇ-ମହମ୍ମଦ । ଆତଙ୍କବାଦୀ ଆଦିଲ ଅହମ୍ମଦ…