ରାଇରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ! ୫ ମୃତ,୫ ଗୁରୁତର

61

କନକ ବ୍ୟୁରୋ : ରାଇରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଖେରଣା ଜଙ୍ଗଲ ନିକଟରେ ବସ୍ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଛି । ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଦାମପାହାଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ତେବେ ଯାହା ସୂଚନା ରହିଛି, ବସଟି ଯଶୀପୁରରୁ ରାଇରଙ୍ଗପୁର ଅଭିମୁଖେ ଯାଉଥିଲା ।

ଏହା ସହ ଦେଖନ୍ତୁ ଏହି ଭିଡିଓ-