ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୫ ମନ୍ତ୍ରୀ !

20

କନକ ବ୍ୟୁରୋ : ରାଜ୍ୟ ମନ୍ତ୍ରିମଣ୍ଡଳରୁ ଶକ୍ତି ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ଇସ୍ତଫା ଦେଇଛନ୍ତି। ଆଜି ସକାଳେ ପ୍ରଥମେ ସଞ୍ଜୟ ଦାସବର୍ମା ଓ ପରେ ପରେ ଅରୁଣ ସାହୁ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ। ଏହାପରେ ଇସ୍ତଫା ଦେଇଛନ୍ତି ଉଚ୍ଚଶିକ୍ଷା ,ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ଓ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ।