ବଲାଙ୍ଗିର: ବିଜୟାନନ୍ଦ ଚିନି କଳକୁ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ ନିଆଁ ଜାଳି ଆମ୍ ଆଦମୀ ପାର୍ଟିର ବିକ୍ଷୋଭ ପ୍ରଦର୍ଶନ

38

କନକ ବ୍ୟୁରୋ: ବଲାଙ୍ଗିରରେ ଆମ୍ ଆଦମୀ ପାର୍ଟି କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ । ବିଜୟାନନ୍ଦ ଚିନି କଳକୁ ପୁନଃ କାର୍ଯ୍ୟକ୍ଷମ କରିବା ଦାବିରେ ଆମ୍ ଆଦମୀ ପାର୍ଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଓ କରିବା ସହ ଟାଉନ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ତେବେ ନିଆଁ ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଆନ୍ଦୋଳନକାରୀ । ଦୀର୍ଘ ବର୍ଷ ଧରି ବିଜୟାନନ୍ଦ ଚିନି କଳ ବନ୍ଦ ହୋଇପଡିଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ –