ଆସନ୍ତା ଜାନୁୟାରୀ ୨୦ ତାରିଖରେ ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

55

କନକ ବ୍ୟୁରୋ : ଆସନ୍ତା ଜାନୁୟାରୀ ୨୦ ତାରିଖରେ ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା । ଅମିତଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି ।

ଜାନୁୟାରୀ ୨୦ରେ ଅମିତ ଶାହା ଭୁବନେଶ୍ୱରରେ ପହଂଚି ପୁରୀ ଅଭିମୁଖେ ଗସ୍ତ କରିବେ । ପୁରୀରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।