ଅସ୍ତରଙ୍ଗ ବାଜପୁର ଗାଁରେ ଗୋଷ୍ଠୀ ସଂଘର୍ଷ

53

ଅସ୍ତରଙ୍ଗ: ଅସ୍ତରଙ୍ଗ ବାଜପୁର ଗାଁରେ ଗୋଷ୍ଠୀ ସଂଘର୍ଷ । ଭୁଜାଲି ଆକ୍ରମଣରେ ଉଭୟ ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଛି । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ଦେଖାଦେଇଛି । ଉତ୍ୟକ୍ତ ଲୋକ ରାସ୍ତାରୋକ କରିଛନ୍ତି । ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।