ଆଜି ଶ୍ରୀମନ୍ଦିରକୁ ବାହୁଡିବେ ଶ୍ରୀଜିଉ : ଶରଧାବାଲିରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

21

ପୁରୀ ବ୍ୟୁରୋ , କନକ ନ୍ୟୁଜ୍ : ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା । ଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀଜିଉଙ୍କ ନୀତି । ଶରଧାବାଲିରେ ଶ୍ରଦ୍ଧାଳୁଙ୍କ ଭିଡ ବଢିବାରେ ଲାଗିଛି । ଆଜି ଶ୍ରୀମନ୍ଦିରକୁ ବାହୁଡିବେ ଶ୍ରୀଜିଉ ।