ଗଡିଲା ତିନି ରଥ : ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ତିନି ଠାକୁର

56

ପୁରୀ ବ୍ୟୁରୋ, କନକ ନ୍ୟୁଜ୍ : ଗଡିଲା ତିନି ରଥ । ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡୁଛନ୍ତି ତିନି ଠାକୁର । ତିନି ରଥକୁ ଭକ୍ତିର ସହ ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ପ୍ରଥମେ ବଡଭାଇ ବଳଭଦ୍ର, ତା ପରେ ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଟାଣିଥିଲେ ଭକ୍ତ ।