ପପୁଙ୍କ ସହଯୋଗୀ ପ୍ରଦୀପ୍ତ ସ୍ୱାଇଁଙ୍କ ଜାମିନ୍ ଆବେଦନ ଖାରଜ

20

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ପପୁ ପମ୍ ପମ୍ କାଷ୍ଟିଂ କାଉଚ୍ ମାମଲା । ପପୁଙ୍କ ସହଯୋଗୀ ପ୍ରଦୀପ୍ତ ସ୍ୱାଇଁଙ୍କ ଜାମିନ୍ ଆବେଦନ ଖାରଜ ହେଲା । ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟରେ ଆବେଦନ ଖାରଜ ହୋଇଛି । ନାବାଳିକାଙ୍କୁ କାଷ୍ଟିଂ କାଉଚ୍ ଅଭିଯୋଗରେ ଜେଲରେ ଅଛନ୍ତି ପପୁ ଓ ତାଙ୍କ ସହଯୋଗୀ ପ୍ରଦୀପ୍ତ ।