ଭୁବନେଶ୍ୱର ବ୍ୟୁରୋ , କନକ ନ୍ୟୁଜ୍ : ବରଗଡ ଘଟଣାରେ ପ୍ରଶାସନିକ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣାର ତଦନ୍ତ କରିବେ ଉତରାଚଂଳ ଆରଡିସି । ତେବେ ୬୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏହା ସହ ବରଗଡର ରୋଷ ପୁରୀରେ ପ୍ରତିଫଳନ : ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ବିଜେପି କର୍ମୀଙ୍କ କଳାପତାକା ପ୍ରଦର୍ଶନ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2016/06/vlcsnap-2016-06-24-15h36m09s629.png)