ବରଗଡରେ କେନ୍ଦ୍ରମନ୍ତ୍ରୀଙ୍କୁ ଢେଲା ମାଡ ଘଟଣା : ପ୍ରଶାସନିକ ତଦନ୍ତ ପାଇଁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

24

ଭୁବନେଶ୍ୱର ବ୍ୟୁରୋ , କନକ ନ୍ୟୁଜ୍ : ବରଗଡ ଘଟଣାରେ ପ୍ରଶାସନିକ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣାର ତଦନ୍ତ କରିବେ ଉତରାଚଂଳ ଆରଡିସି । ତେବେ ୬୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ  ।

ଏହା ସହ ବରଗଡର ରୋଷ ପୁରୀରେ ପ୍ରତିଫଳନ : ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ବିଜେପି କର୍ମୀଙ୍କ କଳାପତାକା ପ୍ରଦର୍ଶନ