ଭୁବନେଶ୍ୱର : ସତସଙ୍ଗ ବିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,ଜଣେ ଯୁବତୀ ମୃତ

24

କନକ ବ୍ୟୁରୋ : ଭୁବନେଶ୍ୱର ସତସଙ୍ଗ ବିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ବାଇକ । ଏଥିରେ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ୟୁନିଟ-୯ର ଲୋପାମୂଦ୍ରା ବେହେରା । ସେପଟେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକେ ସତସଙ୍ଗବିହାର ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ । ସେହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏହାର ସ୍ଥାୟୀ ପ୍ରତିକାର ଦାବି ହୋଇଛି ।