କ୍ରୀଡାବିତଙ୍କୁ ଓଡିଶା ସରକାରଙ୍କ ସମ୍ମାନ : ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ପ୍ରଦାନ

30

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ ଉସôବ ଅନୁଷ୍ଠିତ ହୋଇଛି । ଜାତୀୟ କ୍ରୀଡା ଦିବସ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର, ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ଓ ସମାଜସେବା ପୁରସ୍କାର ଆଦି ୨୦ ଜଣ ଙ୍କୁ ପ୍ରଦାନ କରାଯାଇଥିଲା। ଏଥିସହିତ ରିଓ ଅଲିମ୍ପିକ୍ସରେ ଭାଗନେଇଥିବା ୬ କ୍ରୀଡାବିତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।