ବଲାଙ୍ଗୀର : ପାରିବାରିକ କଳହକୁ ନେଇ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ

0

କନକ ବ୍ୟୁରୋ : ବଲାଙ୍ଗୀରରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ବଲାଙ୍ଗୀର ସଦର ଥାନା ବାରପୁରୁଗିଆଠାରେ । ପାରିବାରିକ ସମସ୍ୟାକୁ ନେଇ ବିବାଦ ପରେ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୁଲିସ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ।

Comments are closed.