ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ

50

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ । ୧୪ ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର ।