ଆରମ୍ଭ ହୋଇଛି ଗଜପତି ମହାରାଜଙ୍କ ଛେରା ପହଁରା

23

ପୁରୀ ବ୍ୟୁରୋ, କନକ ନ୍ୟୁଜ୍ : ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଛେରା ପହଁରା । ନନ୍ଦିଘୋଷ ରଥରେ ଛେରାପହଁରା ପରେ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କରୁଛନ୍ତି ଗଜପତି ମହାରାଜ ।