ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଶହେଟି ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ନବୀନ ।
ସଚିବାଳୟରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
/kanak/media/post_attachments/wp-content/uploads/2016/06/vlcsnap-2016-06-30-12h30m51s985.png)