ଭଦ୍ରକ ହିଂସାକାଣ୍ଡ ଘଟଣା : ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସମସ୍ତଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

28

କନକ ବ୍ୟୁରୋ : ଭଦ୍ରକ ହିଂସାକାଣ୍ଡ ଘଟଣାରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଯୋଗେ ଶାନ୍ତି ଓ ସଦଭାବନା ବଜାୟ ରଖିବାକୁ ଭଦ୍ରକବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶାନ୍ତି ଭଙ୍ଗ କଲେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦେଶ ଦିଆଯାଇଛି ।