ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ! ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଲାଗି କରିବେ ଦାବି

17

କନକ ବ୍ୟୁରୋ : ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ନୀତି ଆୟୋଗ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଙ୍ଖାଇବେ ବୋଲି କହିଛନ୍ତି ନବୀନ । ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ଅନ୍ୟ ଦଳ ସହ ଆଲୋଚନା କରିବାର ଯୋଜନା ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାସହ ଦେଖନ୍ତୁ ଏହି ଭିଡିଓ