ପାରଳା ଷଡଯନ୍ତ୍ର ଘଟଣାରେ ପ୍ରଶାସନିକ ତତ୍ପରତା : କ୍ରାଇମବ୍ରାଂଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

25

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ପାରଳା ଷଡଯନ୍ତ୍ର ଘଟଣାରେ ହେବ କ୍ରାଇମବ୍ରାଂଚ ତଦନ୍ତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଂଚ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି ।