ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ପୁଣି ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ !

41

କନକ ବ୍ୟୁରୋ : ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ପୁଣି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୁବ ଶ୍ରୀଘ୍ର ମନ୍ତ୍ରୀମଣ୍ଡଳ ଅଦଳ ବଦଳ ନେଇ ଆପଣମାନେ ଜାଣିପାରିବେ ବୋଲି ନବୀନ କହିଛନ୍ତି । ମନ୍ତ୍ରିମଣ୍ଡଳ ଅଦଳବଦଳ କେତେଦିନ ଭିତରେ ହେବା ନେଇ ସାମ୍ବାଦିକଙ୍କ ପ୍ରଶ୍ନରେ ଧୈର୍ଯ୍ୟ ରଖିବାକୁ କହିଛନ୍ତି । ବୈଜୟନ୍ତଙ୍କ ଷଡଯନ୍ତ୍ର ତତ୍ୱ ଉପରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ।