ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ଘଟଣା : ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

23

କନକ ବ୍ୟୁରୋ : ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିଜିପି ଓ ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ରାୟଗଡା ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆନ୍ଧ୍ର ସରକାରଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ନବୀନ କହିଛନ୍ତି । ତେବେ ଏନେଇ ସଚିବାଳୟରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ଡିଜିଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହ ଦେଖନ୍ତୁ ଏହି ଭିଡିଓ-