ବିଧାନସଭାରେ ଜୟଲଳିତାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

35

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଜୟଲଳିତାଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଉପରେ ବିରୋଧୀ ଦଳ ସହମତି ପ୍ରକାଶ କରିବା ପରେ ଗୃହକୁ ଅସନ୍ତାକାଲି ଯାଏଁ ମୁଲତବି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୟଲଳିତାଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ପାଇଁ ଚେନ୍ନାଇ ଯିବେ ବୋଲି କହିଛନ୍ତି ।