କେନ୍ଦ୍ର ସରକାରଙ୍କର ଧାନର ସର୍ବନିମ୍ନ ମୂଲ୍ୟ ବୃଦ୍ଧିର ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ୍ !

26

କନକ ବ୍ୟୁରୋ : କେନ୍ଦ୍ର ସରକାରଙ୍କର ଧାନର ସର୍ବନିମ୍ନ ମୂଲ୍ୟ ବୃଦ୍ଧିର ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ୍ । ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ଅଂଚଳରେ ଆନ୍ଦୋଳନ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପିସିସି ପ୍ରସାଦ ହରିଚନ୍ଦନ ।

ଏହାସହ ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ କୃଷି ଋଣ ଛାଡ କରିବାର ଦାବି କରିଛି କଂଗ୍ରେସ୍ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ପ୍ରସାଦ କହିଛନ୍ତି ଦୁହିଁଙ୍କର ଗୋଟିଏ ନୀତି ଚାଷୀ ମାରଣ କର୍ପୋରେଟ ପୋଷଣ ।

ନ୍ୟୁଜ୍ ସହ ଦେଖନ୍ତୁ ଏହି ଭିଡ଼ିଓ –