ଆଜିଠାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା

20

କଟକ ବ୍ୟୁରୋ, କନକ ନ୍ୟୁଜ୍ : ଆଜିଠାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ସାତଦିନ ଧରି ଚାଲିବାକୁ ଥିବା ଏହି ବାଣିଜ୍ୟମେଳାକୁ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିିଛି ।

ସଂନ୍ଧ୍ୟାରେ ବାଲିଯାତ୍ରା ତଳପଡିଆ ସ୍ଥିତ ବୈଷ୍ନବ ପାଣି ମଂଚରେ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଘାଟନ କରାଯିବ । ଚଳିତ ବର୍ଷ ପରିମଳ ଓ ଅଗ୍ନି ନିରାପତା ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । ଏବର୍ଷ କଟକ ବାଲିଯାତ୍ରାରେ କିନ୍ନର ମାନଙ୍କ ପାଇଁ ସ୍ୱତନ୍ତ୍ର ଷ୍ଟଲର ବ୍ୟବସ୍ଥା କରାଯାଇଛି ।