କଟକ ଖାନନଗର ନୂଆସାହିରେ ଅଘଟଣ : ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ୩ ଜଣ ଗୁରୁତର ଆହତ

17

କଟକ : କଟକ ଖାନନଗର ନୂଆସାହିରେ ଅଘଟଣ । ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ଜଣେ ଶିଶୁ ରହିଛି ବୋଲି ସୂଚନା ମିଳିଛି ।

ଦେଖନ୍ତୁ ଏହି ଭିଡିଓ :