ବରଗଡରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଭଙ୍ଗା ଘଟଣା : ଦେବେଶଙ୍କ ବିରୋଧରେ ହେବନି କଠୋର କର୍ଯ୍ୟାନୁଷ୍ଠାନ

104

କନକ ବ୍ୟୁରୋ : ବରଗଡରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଭଙ୍ଗା ରୁଜା ଘଟଣା । ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି । ଦେବେଶଙ୍କ ବିରୋଧରେ କଠୋର କର୍ଯ୍ୟାନୁଷ୍ଠାନ ନନେବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ ।