ଆରମ୍ଭ ହେଲା ଦେବୀ ସୁଭଦ୍ରାଙ୍କ ରଥଟଣା

43

ପୁରୀ ବ୍ୟୁରୋ, କନକ ନ୍ୟୁଜ୍ : ଆରମ୍ଭ ହେଲା ଦେବୀ ସୁଭଦ୍ରାଙ୍କ ରଥଟଣା । ବଳଭଦ୍ରଙ୍କ ପରେ ଦର୍ପଦଳନ ରଥକୁ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ ।