ଭଦ୍ରକ ସଂପର୍କରେ ଗୃହମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର ପ୍ରଧାନ ! ସ୍ଥିତି ନେଇ ରାଜନାଥଙ୍କୁ କଲେ ଅବଗତ

27

କନକ ବ୍ୟୁରୋ : କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହଙ୍କ ସହ କଥା ହେଲେ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକ ସ୍ଥିତି ନେଇ ରାଜନାଥଙ୍କୁ ଅବଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ । ଏହାସହ ନ୍ୟାୟସଙ୍ଗତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ଘଟଣା ଭାବାବେଗ ସହ ଜଡିତ ଥିବା ଯୋଗୁଁ ଯତ୍ନବାନ ହୋଇ ପଦକ୍ଷେପ ନେବା ଅତ୍ୟନ୍ତ ଜରୁରୀ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏହାସହ ଶାନ୍ତି ଓ ସଦଭାବ ବଜାୟ ରଖିବାକୁ ଅନୁରୋଧ କରିଛନ୍ତି ।