ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ !

41

କନକ ବ୍ୟୁରୋ : ଉତ୍କଳ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ଏପ୍ରିଲ ୧ରେ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଓଡିଶାର ସ୍ଥାପନ ଦିବସ ଓଡିଆଙ୍କ ପାଇଁ ଗର୍ବ ବୋଲି ଧର୍ମେନ୍ଦ୍ର କହିଛନ୍ତି । ଏହାସହ ସେ ଭୁବନେଶ୍ୱରରେ ଥିବା ଉକ୍ରଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିର ମାଲ୍ୟାର୍ପଣ କରିଛନ୍ତି ।