ରାତି ପାହିଲେ ଗଜଲକ୍ଷ୍ମୀ ପୂଜା : ଚଳଚଂଚଳ ଢେଙ୍କାନାଳ ସହର

35

ଢେଙ୍କାନାଳ : ରାତି ପାହିଲେ ଆରମ୍ଭ ହେବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଆଉ ଏହାକୁ ନେଇ ଢେଙ୍କାନାଳ ସହର ହୋଇଉଠିଛି ଚଳଚଂଚଳ । ସହରର ସମସ୍ତ ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତି ନିର୍ମାଣରେ କାରିଗରମାନେ ଶେଷ ସ୍ପର୍ଶ ଦେବାରେ ଲାଗିପଡିଥିବାବେଳେ, ମିଳିତ ପୂଜାକମିଟି ପକ୍ଷରୁ ସମସ୍ତ କାର୍ଯ୍ୟକୁ ତଦାରଖ ଏବଂ ନିୟନ୍ତ୍ରଣ କରାଯାଉଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ –