କାମାକ୍ଷାନଗର ୫୩ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା: ଜଣେ ମୃତ,୨ଗୁରୁତର

30

କନକ ବ୍ୟୁରୋ : କାମାକ୍ଷାନଗର ୫୩ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା । ବାଲିଗୋରଡ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଂକୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି । ମୃତକ ହେଉଛନ୍ତି ଟ୍ରକ ଡ୍ରାଇଭର ଲିଟୁ କୁଡୁଇ, ସେ ଅନୁଗୁଳ ଜିଲ୍ଲା ଜରପଡା ଅଂଚଳର ବୋଲି ଜଣାପଡିଛି ।

ଏହା ସହିତ ଦେଖନ୍ତୁ ଏହି ଭିଡିଓ :