ଦିଲ୍ଲୀ ଏନସିଆର ସମେତ ଉତ୍ତର ଭାରତରେ ଭୂମିକମ୍ପ !

27

କନକ ବ୍ୟୁରୋ : ଦିଲ୍ଲୀ ଏନସିଆର ସମେତ ଉତ୍ତର ଭାରତରେ ଭୂମିକମ୍ପ । ଭୋର ୪ଟା ୨୬ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତ୍ରୀବତା ୫ ଦଶମିକ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହେଉଛି ହରିଆଣାର ରୋହତକ । ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।