କନକ ବ୍ୟୁରୋ : କୋରାପୁଟ ଜୟପୁରରେ ଗୋଷ୍ଠୀ ସଂଘର୍ଷ । ଜମିବାଡି ବିବାଦକୁ ନେଇ ପାଣ୍ଡରୁଗୁଡା ଗାଁରେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଉଭୟ ଗୋଷ୍ଠୀର ୧୧ ଜଣ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ରାମନାଗୁଡା ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତେବେ ସେଠାରେ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।
ଏହା ସହ ଦେଖନ୍ତୁ ଏହି ଭିଡିଓ -
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/04/vlcsnap-2017-04-14-11h48m27s636.png)