ଶିଳ୍ପ ପ୍ରତିଷ୍ଠା ପାଇଁ ଲାଂଚ ମାଗିବା ଘଟଣାରେ ୪ ବିଧାୟକଙ୍କ ନାଁରେ ଥାନାରେ ଏତଲା ଦେଲା ବିଜେପି

24

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଶିଳ୍ପ ପ୍ରତିଷ୍ଠା ପାଇଁ ଲାଂଚ ମାଗିବା ଘଟଣାରେ ୪ ବିଧାୟକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । କ୍ୟାପିଟାଲ୍ ଥାନାରେ ଏତଲା ଦେଇଛି ବିଜେପି ।

ଏହା ସହ ଶିଳ୍ପ ପାଇଁ ୪ ବିଜେଡି ବିଧାୟକ ଲାଂଚ ମାଗିବା ଘଟଣା : ଭିଜିଲାନ୍ସ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ