ପଶ୍ଚିମ – କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି : ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

30

କନକ ବ୍ୟୁରୋ : ପଶ୍ଚିମ – କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଗାମୀ ୪ ଦିନ ଧରି ବର୍ଷା ଲାଗି ରହିବା ସହ ଅଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।