ନଗଡା ଶିଶୁ ମୃତ୍ୟୁ ପ୍ରସଙ୍ଗ : ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

26

ନଗଡା ଶିଶୁ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି ହାଇକୋର୍ଟ ।୩ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଛି ହାଇକୋର୍ଟ । ୩ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।