ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନର ଲାଇନଚ୍ୟୁତ ଘଟଣା : ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରେଳମନ୍ତ୍ରୀ ସୁରେଶ ପ୍ରଭୁ

33

କନକ ବ୍ୟୁରୋ : ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନର ଲାଇନଚ୍ୟୁତ ଘଟଣା । ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରେଳମନ୍ତ୍ରୀ ସୁରେଶ ପ୍ରଭୁ । ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା, ଗୁରୁତର ଆହାତଙ୍କୁ ୫୦ ହଜାର ଓ ସାମାନ୍ୟ ଆହତ ଯାତ୍ରୀଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା ।