ମୋଦିଙ୍କୁ ପାକ୍ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ । ଟ୍ୱିଟ କରି ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଇମରାନ ଖାନ୍

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ୍ ।

360

କନକ ବ୍ୟୁରୋ: ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ୍ । ଫଳାଫଳ ନଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି । ଇସ୍ରାଇଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପରେ ଏବେ ପାକ୍ ପ୍ରଧାନମନ୍ତ୍ରୀ ଇମରାନ ଖାନ ମୋଦିଙ୍କ ବଡ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ।


ବିଜେପି ୩୪୩ ଆସନରେ ଆଗୁଆ ଥିବା ବେଳେ ଜିତିବା ଆଶା ନେଇ ବିଭିନ୍ନ ମାହୋଲରୁ ମୋଦିଙ୍କ ପାଖକୁ ଅଭନନ୍ଦନର ସୁଅ ଛୁଟିବାରେ ଲାଗାଛି । ଇସ୍ରାଇଲ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଫଳତା ନେଇ ଶୁଭେଚ୍ଛା ଜଣାଇଥିବା ବେଳେ ଏବେ ପାକ୍ ପ୍ରଧାନମନ୍ତ୍ରୀ ଇମରାନ ଖାନ୍ ଟ୍ୱିଟ କରି ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।