ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଆଜି ରାଜ୍ୟବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଯୋଗ ଶିବିରର ଆୟୋଜିତ ହୋଇଛି । ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ଜନତା ମଇଦାନରେ ଆୟୋଜିତ ଏହି ଶିବିରରେ ପ୍ରାୟ ୫ ହଜାର ଲୋକ ସକାଳୁ ଯେଗାଭ୍ୟାସ କରିଛନ୍ତି ।
ଭୁବନେଶ୍ୱରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଯୋଗ ଶିବିର ଆୟୋଜିତ : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ କଲେ ଯୋଗାଭ୍ୟାସ
/kanak/media/post_attachments/wp-content/uploads/2016/06/Screen-shot-2016-06-21-at-9.55.51-AM.png)