ଜାରକାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକକୁ ପଛପଟୁ ଧକ୍କା ଦେଲା କାର୍

17

ଯାଜପୁର : ଟ୍ରକକୁ ପଛପଟୁ ଧକ୍କା ଦେଲା କାର୍ । ଯାଜପୁରର ଜାରକାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଜଣକ ଗୁରୁତର ଆହତ ହୋଇଛନ୍ତି । ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ପଶ୍ଚିମବଙ୍ଗରୁ ଏକ କାର କଟକ ଅଭିମୁଖେ ଆସୁଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି । ନ୍ୟୁଜ୍ ସହିତ ଦେଖନ୍ତୁ ଏହି ଭିଡିଓ :