ରୋଗୀ ମୃତ୍ୟୁକୁ ନେଇ କଳାହାଣ୍ଡି ଜୁନାଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତେଜନା

28

କଳାହାଣ୍ଡି : ରୋଗୀ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତେଜନା । ୧୮ ବର୍ଷର ଯୁବକଙ୍କ ମୃତ୍ୟୁକୁ ନେଇ କଳାହାଣ୍ଡି ଜୁନାଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି । ରାଧାମୋହନ ପଟେଲଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ଦେହକୁ ମେଡିକାଲ ଆଗରେ ରଖି ରାସ୍ତାରୋକ କରିଛନ୍ତି ଉତ୍ୟକ୍ତ ଲୋକ । ଫଳରେ ଘଟଣାସ୍ଥଳରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି ।