ଖୋର୍ଦ୍ଧା ବାଲୁଗାଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

20

ଖୋର୍ଦ୍ଧା : ଖୋର୍ଦ୍ଧା ବାଲୁଗାଁରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ–ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି । ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ଘଟଣାସ୍ଥଳରେ ଉତେଜନା ଦେଖାଦେଇଛି ।