ଖୋର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ସ୍କର୍ପିଓ ଓ ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ, ୬ ଆହତ

37

ଖୋର୍ଦ୍ଧା : ଖୋର୍ଦ୍ଧା ବଡପୋଖରୀଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସ୍କର୍ପିଓ ଓ ଟ୍ରକ ମଧ୍ୟରେ ମୁହାମୁହିଁ ଧକ୍କା ହେବା ଫଳରେ ଏହି ଦୁଘର୍ଟଣା ଘଟିଛି । ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତି କରାଯାଇଛି ।