ଉତର – ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ : ୨୪ ଘଂଟା ମଧ୍ୟରେ ପବନ ବହିବା ସହ ପ୍ରବଳ ବର୍ଷା ସମ୍ଭାବନା

40

କନକ ବ୍ୟୁରୋ : ଉତର – ପଶ୍ଚିମ ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହୋଇଛି । ଫଳରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଂଟା ପ୍ରତି ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହାସହ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ କହିଛି ଆଚଂଳିକ ପାଣିପାଗ ବିଭାଗ ।