ମହାନଦୀରେ ଛତିିଶଗଡର ବ୍ୟାରେଜ ନିର୍ମାଣକୁ ବିରୋଧ : ଯୁବ ବିଜେଡି ପକ୍ଷରୁ ଆନ୍ଦୋଳନ ଡାକରା

32

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ମହାନଦୀରେ ଛତିିଶଗଡର ବ୍ୟାରେଜ ନିର୍ମାଣକୁ ବିରୋଧ କରି ଯୁବ ବିଜେଡି ପକ୍ଷରୁ ଆନ୍ଦୋଳନ ଡାକରା । ୨୫ ରେ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ । ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ମନ୍ତ୍ରୀ ସଂଜୟ ଦାସ ବର୍ମା ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।