ଇସ୍ତଫା ଦେଲେ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଲାଲବିହାରୀ ହିମିରିକା !

41

କନକ ବ୍ୟୁରୋ : ରାଜ୍ୟ ମନ୍ତ୍ରିମଣ୍ଡଳରରୁ ଇସ୍ତଫା ଦେଇଛନ୍ତି ଆଦିବାସୀ କଲ୍ୟାଣ ମନ୍ତ୍ରୀ ଲାଲ ବିହାରୀ ହିମିରିକା । ଆଦିବାସୀ କଲ୍ୟାଣମନ୍ତ୍ରୀ ଲାଲ ବିହାରୀ ହିମିରିକାଙ୍କ ସମେତ ଆଜି ସକାଳେ ପ୍ରଥମେ ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରଣବ ପ୍ରକାଶ ଦାସ, ପ୍ରଦୀପ ପାଣିଗ୍ରାହୀ, ଯୋଗେନ୍ଦ୍ର ବେହେରା, ପୁଷ୍ପେନ୍ଦ୍ର ସିଂହଦେଓ , ସୁଦାମ ମାରାଣ୍ଡି ମନ୍ତ୍ରୀ ପଦରୁ  ଇସ୍ତଫା ଦେଇଥିଲେ। । ଏହିପରି ଆଉ ୨ଜଣ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଛି ।